Hindi News >>Home >>Odisha Astrology

Horoscope of 19th October 2022: ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି, ଦୂରଯାତ୍ରା କରନ୍ତୁ ନାହିଁ

Horoscope of 19th October 2022: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଦେଖାଦେବ ।  ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସମ୍ବାଦ ପାଇ ଉତ୍‌ଫୁଲିତ ହେବେ ।

Advertisement
Horoscope of 19th October 2022: ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି, ଦୂରଯାତ୍ରା କରନ୍ତୁ ନାହିଁ
Stop
Zee Odisha Desk|Updated: Oct 19, 2022, 06:24 AM IST

Horoscope of 19th October 2022: ମେଷ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସାର ପାତ୍ର ହେବେ । ଉଚ୍ଚ ଆଶା ଫଳବତୀ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ଚେଷ୍ଟିତ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ ।

ବୃଷ: ଦେହ ଅସୁସ୍ଥ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଦେଖାଦେବ । ସନ୍ତାନଙ୍କ କାର୍ଯ୍ୟ କଳାପକୁ ନେଇ ଚିନ୍ତିତ ରହିବେ । ଦୂରଯାତ୍ରା କରନ୍ତୁ ନାହିଁ ।

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ । ଶ୍ରମ ସାର୍ଥକ ହେବ । କୂଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।

କର୍କଟ: କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ସୁସମ୍ବାଦ ପାଇ ଉତ୍‌ଫୁଲିତ ହେବେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଆର୍ଥକ ସ୍ଥିତି ସ୍ୱଚ୍ଛଳ ରହିବ ।  ବିବାଦରେ ବିଜୟୀ ହେବେ ।

Also Read: Odisha Weather Update: ବଢ଼ିଲା ବାତ୍ୟା ଆଶଙ୍କା, ସରକାର ଡାକିଲେ ଜରୁରୀ ବୈଠକ

ସିଂହ: ଦେହ ଅସୁସ୍ଥ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଦେଖାଦେବ । ସନ୍ତାନଙ୍କ କାର୍ଯ୍ୟ କଳାପକୁ ନେଇ ଚିନ୍ତିତ ରହିବେ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ ।

କନ୍ୟା:  ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ ।

ତୁଳା: ଆଶ୍ରୟ ମିଳିବ । ଉପକୃତ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧା ଭାଜନ ଆଶା କରାଯାଏ ।

ବିଛା: ଦେହ ଓ ମନ ଭଲ ରହିବ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମଧ୍ୟମ ଧରଣର ହେବ । ପାରିବାରିକ ଜୀବନରେ ଶାନ୍ତି ବଜାୟ ରହିବ ।

Also Read: ସାବଧାନ!! ପେଟ୍ରୋଲରେ ମିଶୁଛି 'ନୀର', ଜାଣନ୍ତୁ ଆଜି ରାଜ୍ୟରେ କେତେ ଅଛି ପେଟ୍ରୋଲ-ଡିଜେଲ ଦର

ଧନୁ: ପରିସ୍ଥିତି ପ୍ରତି ଉଦାସ ଭାବ ପୋଷଣ କରିପାରନ୍ତି । ଆମୋଦ ପ୍ରମୋଦର ଦିନଟି ଅତିବାହିତ ହେବ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ ହେବା ଆଶା କରାଯାଏ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହୋଇପାରେ ।

ମକର: ଆୟ ପରିମାଣ ବୃଦ୍ଧି ପାଇବ । ବଳବାନ୍ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସମର କ୍ଷେତ୍ରରେ ବିଜୟୀ ହେବେ । ମାଲିମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ଲୋକପ୍ରିୟ ହେବେ । ସମାଜିକ ଗୌରବ ମିଳିବ ।

କୁମ୍ଭ: ମନସ୍କାମନା ପୂର୍ଣ୍ଣ ହେବ । ଯେକୌଣସି ସୂତ୍ରରୁ ଧନାଗମର ସୂଚନା ମିଳୁଛି । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ପରଦେଶବାସୀ, ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟା ପ୍ରେମୀ ହେବେ ।

ମୀନ: ଦୃଢମନା ହେବେ । ଦେହ ଆରୋଗ୍ୟ ଓ ମନ ପ୍ରଫୁଲ୍ଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । କର୍ତ୍ତବ୍ୟ ପରାୟଣ ହେବେ ।

Read More
{}{}