Hindi News >>Home >>Odisha Astrology

Horoscope of 29th September 2022: ଆଜି ଆପଣ ମଧ୍ୟମଧରଣର ଫଳ ପାଇବେ, ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ!

Horoscope of 29th September 2022: ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।  

Advertisement
Horoscope of 29th September 2022: ଆଜି ଆପଣ ମଧ୍ୟମଧରଣର ଫଳ ପାଇବେ, ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ!
Stop
Zee Odisha Desk|Updated: Sep 29, 2022, 06:22 AM IST

Horoscope of 29th September 2022, ମେଷ: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।  

ବୃଷ: ଆଜି ଆପଣ ମଧ୍ୟମଧରଣର ଫଳ ପାଇବେ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ଭଲ ରହିବ , ଦୂରଯାତ୍ରା ଶୁଭପ୍ରଦ ହେବ ।

ମିଥୁନ: ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।

କର୍କଟ: ସ୍ଵାସ୍ଥ୍ୟଗତ ସମସ୍ୟାରେ ପଡିପାରନ୍ତି । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା କରନ୍ତୁ ନାହିଁ ।  

Also Read: ସେକ୍ସ କରେନି ମୟୂର, ତଥାପି ବଢାଏ ବଂଶ, କିପରି ଜାଣନ୍ତୁ

ସିଂହ: ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।  

କନ୍ୟା: ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ । 
 
ତୁଳା: ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।  ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦେବେ ।

ବିଛା: ମନ ଭଲ ରହିଲେ ମଧ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।  

Also Read: Navratri Day 3 Bhog: ମା ଚନ୍ଦ୍ରଘଣ୍ଟାଙ୍କ ନିକଟରେ ଲଗାନ୍ତୁ ସାବୁଦାନାର ପ୍ରସାଦ, ପୂରଣ ହେବ ସମସ୍ତ ମନୋସ୍କାମନା

ଧନୁ: ସ୍ୱାସ୍ଥ୍ୟ ଭଲ ରହିବା । ସହକର୍ମୀଙ୍କ ସହଯୋଗ ମିଳିବ। ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ  କଚେରୀ ସମ୍ପର୍କିତ ରାୟ ଆପଣଙ୍କ ସପକ୍ଷରେ ଯିବ ।  ଦୂରଯାତ୍ରା ଶୁଭପ୍ରଦ ହେବ ।

ମକର: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।  

କୁମ୍ଭ: ହସ ଖୁସିରେ ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।

ମୀନ: ସ୍ୱାସ୍ଥ୍ୟ ଭଲ ରହିବ। ପୁଞ୍ଜି ନିବେଶକାରୀ ଲାଭବାନ ହେବେ । କର୍ମକ୍ଷେତ୍ରରେ ଦୂରଯାତ୍ରା କରିପାରନ୍ତି । ଦାମ୍ପତ୍ୟ ଜୀବନରେ ହସଖୁସି ଲାଗି ରହିବ । ଛାତ୍ରଛାତ୍ରୀଙ୍କ ମନ ଖେଳକୁଦରେ ରହିବ ।

Read More
{}{}