Hindi News >>Home >>Bhubneshwar

BJP Candidates List: ଓଡି଼ଶାରେ ଲୋକସଭା ଆସନ ପାଇଁ ୧୮ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

Odisha BJP Candidates List: ଲୋକସଭା ନିର୍ବାଚନ ୨୦୨୪ ପାଇଁ ୧୧୧ ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ବିଜେପି ପ୍ରକାଶ କରିଛି। ଏଥିରେ ଓଡି଼ଶାରେ ଲୋକସଭା ଆସନ ପାଇଁ ୧୮ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି।

Advertisement
Odisha BJP Candidates List
Stop
Zee Odisha Desk|Updated: Mar 24, 2024, 10:21 PM IST

Odisha BJP Candidates List: ଲୋକସଭା ନିର୍ବାଚନ ୨୦୨୪ ପାଇଁ ୧୧୧ ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ବିଜେପି ପ୍ରକାଶ କରିଛି। ଏଥିରେ ଓଡି଼ଶାରେ ଲୋକସଭା ଆସନ ପାଇଁ ୧୮ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପୁରୀରୁ ସମ୍ୱିତ ପାତ୍ର, ଭୁବନେଶ୍ୱରରୁ ଅପରାଜିତା ଷଡଙ୍ଗୀ, କେନ୍ଦ୍ରାପଡାରୁ ବୈଜୟନ୍ତ ପଣ୍ଡା, ସମ୍ୱଲପୁରରୁ ଧର୍ମେନ୍ଦ୍ର ପ୍ରଧାନ, ବାଲେଶ୍ୱରରରୁ ପ୍ରତାପ ଷଡଙ୍ଗୀ ପ୍ରାର୍ଥୀ ହେବେ ବୋଲି ଜଣାପଡିଛି ।

ସେହିପରି ବରଗଡରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାୟକ, ମୟୁରଭଞ୍ଜରୁ ନବ ଚରଣ ମାଝି, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ରନାରାୟଣ ପାଣି, ବଲାଙ୍ଗୀରରୁ ସଙ୍ଗୀତା କୁମାରୀ ସିଂଦେଓ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝି, ଜଗତସିଂହପୁରରୁ ଭିବୁ ପ୍ରସାଦ ତରାଇ, ଆସ୍କାରୁ ଅନୀତା ଶୁଭଦର୍ଶନୀ, ବ୍ରହ୍ମପୁରରୁ ପ୍ରଦୀପ କୁମାର ପାଣିଗ୍ରାହୀ, କୋରାପୁଟରୁ କଳେରାମ ମାଝୀଙ୍କୁ ପ୍ରାର୍ଥୀ କରାଯାଇଛି ।

 

Read More
{}{}