Hindi News >>Home >>Odisha Trending

Fire broke out in Delhi: ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ, ଦେଖନ୍ତୁ ଏହି ଭିଡିଓ..

 Fire broke out in Delhi: ଅଗ୍ନିକାଣ୍ଡର କାରଣ ଏଯାଏଁ ସ୍ପଷ୍ଟ ହୋଇନଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥାଇପାରେ ବୋଲି କୁହାଯାଉଛି। ତେବେ ଅଗ୍ନିକାଣ୍ଡର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ନିଆଁ ହୁତୁହୁତୁ ହୋଇ ଜଳୁଥିବା ରାସ୍ତାକୁ ଦେଖାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଘଉଡାଇବାକୁ ଚେଷ୍ଟା କରୁଛି।

Advertisement
Fire broke out in Delhi: ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ, ଦେଖନ୍ତୁ ଏହି ଭିଡିଓ..
Stop
Priyambada Rana|Updated: May 24, 2024, 05:22 PM IST

Fire broke out in Delhi: ଦିଲ୍ଲୀର ଆଲିପୁର ସ୍ଥିତ କାର୍ନିଭାଲ ରିଜୋର୍ଟରେ ଭୟଙ୍କର ଅଗ୍ନିକାଣ୍ଡ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଉପସ୍ଥିତ ରହି ନିଆଁ ଲିଭାଇବାକୁ ପ୍ରୟାସ ଜାରି ରଖିଛି।। ସୂଚନା ଅନୁଯାୟୀ, ଏପର୍ଯ୍ୟନ୍ତ କେହି ମୃତ କିମ୍ବା ଆହତଙ୍କ ଖବର ମିଳିନାହିଁ। ଅଗ୍ନିକାଣ୍ଡର କାରଣ ଏଯାଏଁ ସ୍ପଷ୍ଟ ହୋଇନଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥାଇପାରେ ବୋଲି କୁହାଯାଉଛି। ତେବେ ଅଗ୍ନିକାଣ୍ଡର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ନିଆଁ ହୁତୁହୁତୁ ହୋଇ ଜଳୁଥିବା ରାସ୍ତାକୁ ଦେଖାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଘଉଡାଇବାକୁ ଚେଷ୍ଟା କରୁଛି।

Read More
{}{}