Hindi News >>Home >>Odisha Trending

Petrol Diesel Price Today: ବଢ଼ିଲା ପେଟ୍ରୋଲ ଡିଜେଲ ଦର, ଆଜି ଓଡ଼ିଶାରେ ଲିଟର ପିଛା...

Petrol Diesel Price Today: ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୧.୩୪ ରହିଛି । ସେହିପରି ଡିଜେଲ (୧ ଲିଟର) ୯୧.୬୪ ରହିଛି।  ତେବେ, ଆଜି ରାଜ୍ୟରେ ପେଟ୍ରୋଲ ଓ ଡିଜେଲ୍ ଲିଟର ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଗତକିଛି ଦିନ ହେବ ରାଜ୍ୟରେ ତୈଳ ଦରର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଥିଲା। ପେଟ୍ରୋଲ-ଡିଜେଲ ଦର କମାଇବା ପାଇଁ ଦିର୍ଘ ଦିନ ହେବ ଦାବି ହୋଇଥିଲେ ମଧ୍ୟ ସରକାର ଏପ୍ରତି ଧ୍ୟାନ ହେଉ ନାହାଁନ୍ତି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। 

Advertisement
Petrol Diesel Price Today: ବଢ଼ିଲା ପେଟ୍ରୋଲ ଡିଜେଲ ଦର, ଆଜି ଓଡ଼ିଶାରେ ଲିଟର ପିଛା...
Stop
Priyambada Rana|Updated: Aug 02, 2024, 10:40 AM IST

Petrol Diesel Price Today: ଆଜି ଅଗଷ୍ଟ ୨ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି। କିନ୍ତୁ, ଗୁରୁବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି। କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୧.୩୪ ରହିଛି । ସେହିପରି ଡିଜେଲ (୧ ଲିଟର) ୯୧.୬୪ ରହିଛି।  ତେବେ, ଆଜି ରାଜ୍ୟରେ ପେଟ୍ରୋଲ ଓ ଡିଜେଲ୍ ଲିଟର ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଗତକିଛି ଦିନ ହେବ ରାଜ୍ୟରେ ତୈଳ ଦରର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଥିଲା। ପେଟ୍ରୋଲ-ଡିଜେଲ ଦର କମାଇବା ପାଇଁ ଦିର୍ଘ ଦିନ ହେବ ଦାବି ହୋଇଥିଲେ ମଧ୍ୟ ସରକାର ଏପ୍ରତି ଧ୍ୟାନ ହେଉ ନାହାଁନ୍ତି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। 

ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୯୬.୭୨ ରହିଥିବା ବେଳେ ଡିଜେଲ(୧ ଲିଟର) ୮୯.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୬.୩୧ ରହିଥିବା ବେଳେ ଡିଜେଲ (୧ ଲିଟର) ୯୪.୨୭ ରହିଛି। ସେପଟେ  ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୨.୬୩ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୨୪ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୬.୦୩ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୭୬ ରହିଛି।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:

ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।

Read More
{}{}