Videos

Weather Report: ୩୮ ଡିଗ୍ରୀ ଉପରେ ୧୯ ସହରର ତାପମାତ୍ରା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Heat Wave: ଗତ କିଛି ଦିନ ହେବ ରାଜ୍ୟରେ ଡହ ଡ଼ହ ଖରା ସାଙ୍ଗକୁ ପ୍ରବଳ ତାତି ଅନୁଭୂତ ହେଉଛି । ଟାଇଁ ଟାଇଁ ଖରା ଯୋଗୁଁ କଲବଲ ହେଉଛନ୍ତି ରାଜ୍ୟବାସୀ । ସ୍ଥିତି ଏପରି ହେଉଛି ଯେ, ଦିନ ୧୦ଟା ପରେ ଲୋକେ ଘରୁ ବାହାରିବାକୁ ଡରୁଛନ୍ତି । ତେବେ ଆସନ୍ତା ଦୁଇ ଦିନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି

Video Thumbnail
Advertisement
Read More