Videos

Weather Report: କେମିତି ରହିବ ଆଗାମୀ ୨୪ ଘଣ୍ଟାର ପାଣିପାଗ, ଶୁଣନ୍ତୁ କଣ କହୁଛନ୍ତି ପାଣିପାଗ ବିଜ୍ଞାନୀ

Weather Update: ଗତ କିଛି ଦିନ ହେବ ରାଜ୍ୟରେ ବର୍ଷାର ପରିମାଣ କମିଛି । ଏବଂ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ, ଏହାରି ଭିତରେ ପାଣିପାଗ ବିଭାଗ ଏକ ଆଶ୍ଚର୍ଯ୍ୟ କଲା ପରି ସୂଚନା ଦେଇଛି। ଉତ୍ତର ଆଣ୍ତାମାନ ସାଗର ଉପରେ ୨୨ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଆସନ୍ତା ୨୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ୨୪ ତାରିଖରେ ଉତ୍ତର ଓଡି଼ଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

Video Thumbnail
Advertisement
Read More