Videos

Weather Report: ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ଜିଲ୍ଲାରେ ବର୍ଷା ଆଶଙ୍କା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Weather Update: ଝାଡଖଣ୍ତ ତଥା ପାଶ୍ବବର୍ତ୍ତୀ ଅଞ୍ଚଳରେ ଏବେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବର ସମେତ ସବୁ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଲାଗି ରହିଥିଲା। ଆସନ୍ତା ତିନି ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।ଗତ ୨୪ ଘଣ୍ଟାରେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ ସର୍ବାଧିକ ବର୍ଷା ୧୦୧ ମିମି ରେକର୍ଡ଼ କରାଯାଇଛି।

Video Thumbnail
Advertisement
Read More