Videos

Weather Report: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଜାରି, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ରାଜ୍ୟର ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ୱଲପୁର, କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି ।

Video Thumbnail
Advertisement
Read More