Videos

Weather Report: ରାଜ୍ୟରେ ଅବପାତଜନିତ ବର୍ଷା,୧୦ ଜିଲ୍ଲାରେ ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କଲେ SRC । ଅବପାତଜନିତ ବର୍ଷା ନେଇ ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସୂଚନା । 24 ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବ ଲଘୁଚାପ । କାଲି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ପୁରୀ ଓ ଦୀଘା ମଧ୍ୟରେ କରିବ ଉପକୂଳ ଅତିକ୍ରମ । ପ୍ରଭାବରେ 10 ଜିଲ୍ଲାରେ ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା । ସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପ୍ରଶାସନ ମାନଙ୍କୁ ନିର୍ଦ୍ଦେଶ ଦେଲେ SRC ।

Video Thumbnail
Advertisement
Read More