Videos

Sabyasachi Video: ଭୋଟ ଦେବାକୁ ନିବେଦନ କଲେ ସବ୍ୟସାଚୀ, ଗାଇଲେ କବିତା

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି । ସେହିପରି ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଚାଲିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ 'ଏକ୍ସ'ରେ ଓଡ଼ିଶାବାସୀଙ୍କୁ ମତଦାନ କରିବାକୁ ଅପିଲ କରିଛନ୍ତି । ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ମୁଁ ରାଜ୍ୟବାସୀଙ୍କୁ ମତଦାନ ସାବ୍ୟସ୍ତ କରିବାକୁ ଅପିଲ କରୁଛି । ଆପଣଙ୍କ ଭୋଟ୍‌ ଆପଣଙ୍କ ସ୍ବର । ଏହାକୁ ଦୃଢ଼ ଓ ସ୍ପଷ୍ଟ ଭାବରେ ଉତ୍ତୋଳନ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି । ତେବେ ଏଥିରୁ ବାଦ୍ ପଡିନାହାଁନ୍ତି ଅଭିନେତା ସବ୍ୟସାଚୀ ମିଶ୍ର, ଏକ କବିତା ମାଧ୍ୟମରେ ସେ ଭୋଟରଙ୍କୁ ସଚେତନ କରିଛନ୍ତି।

Video Thumbnail
Advertisement
Read More