Videos

Odisha assembly session: ଶେଷ ହେଲା ସର୍ବଦଳୀୟ ବୈଠକ, ଆସନ୍ତାକାଲି ବିଧାନସଭା ଅଧିବେଶନ

Odisha assembly session: ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ । କିନ୍ତୁ ଦଳରେ ଜଣେ ବି କଂଗ୍ରେସ ବିଧାୟକଙ୍କୁ ଦେଖିବାକୁ ମିଳିନଥିଲା । ତେବେ ଆସନ୍ତା କାଲି ଆରମ୍ଭ ହେବାକୁ ଥିବା ଅଧିବେଶନରେ କିପରି ଶୃଙ୍ଖଳାର ସହ ଗୃହକାର୍ଯ୍ୟ ପରିଚାଳିତ ହେବ ନେଇ ମୁଖ୍ୟତଃ ବୈଠକରେ ଆଲୋଚନା ହୋଇଥିଲା ।

Video Thumbnail
Advertisement
Read More