Videos

Saina Nehwal : ଶ୍ରୀମନ୍ଦିର ଯାଇ ଜଗା ଦର୍ଶନ କଲେ ସାଇନା ନେହ୍ୱାଲ, ଦେଖନ୍ତୁ ଏହି ଭିଡିଓ

Saina Nehwal : ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ସାନିଧ୍ୟ ନେଲେ ଆନ୍ତର୍ଜାତୀୟ ବ୍ୟାଡମିଣ୍ଟନ୍ ଖେଳାଳି ସାଇନା ନେହ୍ୱାଲ ।ମହାପ୍ରଭୁଙ୍କ ଉପରେ ସମସ୍ତଙ୍କ ଆସ୍ଥା ରହିଛି ଏବଂ ଜଗନ୍ନାଥ ଦର୍ଶନ ଆଳତି ଦର୍ଶନ କରିବାର ସୌଭାଗ୍ୟ ପାଇଛି ବୋଲି ଖୁବ୍ ଭାବବିହ୍ୱଳ ହୋଇଛନ୍ତି ବୋଲି କହିଛନ୍ତି ସାଇନା। ଶ୍ରୀମନ୍ଦିରରେ ପ୍ରାୟ ଘଣ୍ଟାଏ ସମୟ ବିତେଇବା ସହ ପ୍ରସାଦ ସେବନ କରିବାର ସୌଭାଗ୍ୟ ପାଇଛନ୍ତି ସାଇନା । ମହାପ୍ରଭୁଙ୍କ ଡାକରା ମିଳିଛି ବୋଲି ଆଜି ମାଆଙ୍କ ସହ ଆସି ମହାପ୍ରଭୁଙ୍କ ଦର୍ଶନ ପାଇ ପାରିଛନ୍ତି ବୋଲି ସେ ଖୁବ୍ ଆନନ୍ଦିତ ହୋଇ କହିଛନ୍ତି।

Video Thumbnail
Advertisement
Read More