Videos

Weather Report: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୧୯ ରୁ ୨୨ ତାରିଖ ପର୍ଯ୍ୟନ୍ତ ବର୍ଷାର ବିସ୍ତୃତି ବଢ଼ିବା ସହ କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Video Thumbnail
Advertisement
Read More