Videos

Weather Report: ୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୨ ଅଗଷ୍ଟ, ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Video Thumbnail
Advertisement
Read More