Videos

Weather Report Today: ୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଆଜି (ସୋମବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Video Thumbnail
Advertisement
Read More