Videos

Weather Report: ୧୪ ରେ ଲଘୁଚାପ ! ବର୍ଷା ପରେ ହାଡ଼ ଭଙ୍ଗା ଶୀତ ସମ୍ଭାବନା

ପୁଣି ଭିଜିବ ଓଡିଶା। ଆସୁଛି ଲଘୁଚାପ। ଆସନ୍ତା ୧୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।୧୬ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଘନୀଭୂତ ହେବ। ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Video Thumbnail
Advertisement
Read More