Videos

Weather Report: ୨୪ ଘଣ୍ଟା ମଧ୍ୟରେ ୨୬ ଜିଲ୍ଲାରେ ଝଡ଼ବର୍ଷା, ୧୦ ଜିଲ୍ଲାରେ ପ୍ରବଳ ବର୍ଷା

ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୪ ସେପ୍ଟେମ୍ବର, ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି।

Video Thumbnail
Advertisement
Read More