Videos

VK Pandian: ୯ ଟି ପ୍ରସଙ୍ଗରେ ବିଜେପି କୁ ଟାର୍ଗେଟ କଲେ ବିଜେଡି ନେତା ଭିକେ ପାଣ୍ଡିଆନ

ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶା ବାସୀ। ବାହାରୁ ନେତା , କେନ୍ଦ୍ରମନ୍ତ୍ରୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ଭାଷାରେ ଅସମ୍ମାନ ଗାଳି ଗୁଲଜ କରୁଛନ୍ତି। ଯାହାକୁ ଓଡ଼ିଶା ବାସୀ ପସନ୍ଦ କରୁନାହାନ୍ତି। ମିଶନଶକ୍ତି କୁ ବନ୍ଦ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ୨- ବିଜେପି ସରକାରକୁ ଆସିଲେ ମିଶନଶକ୍ତି ବନ୍ଦ କରିବେ। ନିର୍ବାଚନ ଇସ୍ତାହାରରେ ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି କହିଛି। ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେଡି ଷଡଯନ୍ତ୍ର କରୁଛି। ୩- BSKY ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ଆୟୁଷ୍ମାନ ଭାରତ କେବଳ ବିପିଏଲ ପରିବାର ପାଇଁ । କିନ୍ତୁ BSKY ଯୋଜନା ସମସ୍ତଙ୍କ ପାଇଁ। ରାଜ୍ୟର ୯୦ ପ୍ରତିଶତ ଲୋକ ସୁବିଧା ପାଉଛନ୍ତି। ଆଗକୁ BSKY ନବୀନ କାର୍ଡରେ ସମସ୍ତଙ୍କୁ ସାମିଲ କରାଯିବ।

Video Thumbnail
Advertisement
Read More