Videos

Santrupta Mishra: ବିଜେଡିରେ ମିଶିଲେ କର୍ପୋରେଟ କିଙ୍ଗ୍ ତଥା ଓଡିଆ ପୁଅ ସଂତୃପ୍ତ ମିଶ୍ର

Santrupta Mishra: ବିଜେଡିରେ ମିଶିଲେ କର୍ପୋରେଟ କିଙ୍ଗ ତଥା ଓଡିଆ ପୁଅ ସଂତୃପ୍ତ ମିଶ୍ର । ନବୀନ ନିବାସରେ ଆଜି ସେ ବିଜେଡିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ବାଗତ କରିଥିଲେ । ଉପସ୍ଥିତ ଥିଲେ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ସେହ୍ନାଙ୍ଗିନୀ ଛୁରିଆଙ୍କ ପ୍ରମୁଖ ନେତା ।

Video Thumbnail
Advertisement
Read More