Videos

PCC President: କଂଗ୍ରେସ ଭବନ ଚାମ୍ବରରେ ବସିଥିବା ବେଳେ ପିସିସି ସଭାପତିଙ୍କୁ କାଳିମାଡ଼

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ । ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି । କାଳିମାଡ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରା ବାଜି କରିଥିବା ମଧ୍ୟ ଦେଖିବାକୁ ମିଳିଛି । ତେବେ ନିର୍ବାଚନ ପରିଚାଳନାକୁ ନେଇ କର୍ମୀ ଅସନ୍ତୁଷ୍ଟ ଥିବା କୁହାଯାଉଛି । ତେବେ କାଳି ମାଡର ସଠିକ କାରଣ ଏଯାଏଁ ଜଣାପଡିନାହିଁ ।

Video Thumbnail
Advertisement
Read More