Videos

JSW Group: କଟକ ନରାଜରେ JSW ତିଆରି କରିବ EV, ସ୍ୱାକ୍ଷର ହେଲା MoU

ଓଡ଼ିଶାରେ ଇଭି ଓ ବ୍ଯାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ । ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏଥିପାଇଁ ଆଜି ଜେଏସଡବ୍ଲୁ ଓ ରାଜ୍ଯ ସରକାରଙ୍କ ମଧ୍ଯରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଦେଶରେ ଅଟୋମୋବାଇଲ ଶିଳ୍ପରେ ପ୍ରଥମ ଥର ପାଇଁ ପାଦ ଥାପିବ ଜେଏସଡବ୍ଲୁ । ଓଡ଼ିଶା ଶିଳ୍ପ ସମୃଦ୍ଧ ହେଉଥିବାବେଳେ ଜେଏସଡବ୍ଲୁ କଟକ ନରାଜରେ ପ୍ରତିଷ୍ଠା କରିବ ଏହି ପ୍ରକଳ୍ପ । ରାଜ୍ୟରେ ଉତ୍ପାଦନ ହେବ ଇଲେକ୍ଟ୍ରୋନିକ ଭେଇକିଲ ବା ଇଭି ଯାନ । ଉଭୟ ଯାନ ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ । ସିଙ୍ଗଲ ଲୋକେସନରେ ଓଡ଼ିଶାରେ ବିଶ୍ବର ସର୍ବବୃହତ ବ୍ୟାଟେରୀ ପ୍ରସ୍ତୁତ କାରଖାନା ନିର୍ମାଣ କରିବ ଜେଏସଡବ୍ଲୁ ।

Video Thumbnail
Advertisement
Read More