Videos

Today Horoscope: ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତ ହେବ, ଜାଣନ୍ତୁ କେମିତି କଟିବ ଆଜିର ଦିନ?

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅକ୍ଟୋବର ୨୩ ହେଉଛି ସୋମବାର ବା ସପ୍ତାହର ପ୍ରଥମ ଦିନ। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

Video Thumbnail
Advertisement
Read More