Videos

CM Naveen Pattnaik: ମୋ ସ୍ୱାସ୍ଥ୍ୟକୁ ନେଇ ଗୁଜବ ପ୍ରଚାର କରୁଛି ବିଜେପି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

CM Naveen Pattnaik: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟକୁ ନେଇ ଗୁଜବ ପ୍ରଚାର କରୁଥିବା କୁହାଯାଇଛି। ଏ ନେଇ ବିରୋଧୀଙ୍କୁ କଡ଼ା ସମାଲୋଚନା କରି ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭି. କାର୍ତ୍ତିକେୟନ୍ ପାଣ୍ଡିଆନ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସିଧା ସିଧା କହିଛନ୍ତି ଯେ ବିଜେପି ମୋ ସ୍ୱାସ୍ଥ୍ୟକୁ ନେଇ ଗୁଜବ ପ୍ରଚାର କରୁଛି, ମୁଁ ସମ୍ପୂର୍ଣ୍ଣ ଭାବେ ଠିକ୍ ଅଛି ଓ ନିର୍ବାଚନୀ ପ୍ରଚାର ମଧ୍ୟ କରୁଛି।

Video Thumbnail
Advertisement
Read More