Videos

Rasagola Dibasa: ଆଜି ରସଗୋଲା ଦିବସ, ମା'ଲକ୍ଷ୍ମୀଙ୍କ ମାନ ଭଞ୍ଜନ କରିବେ ମହାବାହୁ

Rasagolla Dibasa: ଆଜି ରସଗୋଲା ଦିବସ । ଓଡ଼ିଆ ରସଗୋଲାର ପ୍ରଚାର ଓ ପ୍ରସାର ପାଇଁ ସ୍ବତନ୍ତ୍ର ଦିନ । ଶ୍ରୀମନ୍ଦିର ପରମ୍ପରା ସହିତ ଜଡ଼ିତ ରହିଛି ଏହି ରସଗୋଲା । ନିଳାଦ୍ରୀବିଜେ ଅବସରରେ ରାଗ ଜର୍ଜରିତ ଅଭିମାନୀନି ମା' ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଥାନ୍ତି ମହାପ୍ରଭୁ ।ପରମ୍ପରା ଅନୁଯାୟୀ ରଥ ନିକଟରେ ରସଗୋଲା ଭୋଗ କରାଯାଏ । ଏହି ପରମ୍ପରା ବହୁ କାଳରୁ ଜଗନ୍ନାଥ ସଂସ୍କୃତିରେ ପରିଚାଳିତ ହୋଇ ଆସୁଛି। ଆଉ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି ।

Video Thumbnail
Advertisement
Read More