Videos

Maha Alati: ମହାପ୍ରଭୁଙ୍କ ଦିବ୍ୟ ଆଳତିରୁ ଆରମ୍ଭ କରନ୍ତୁ ଆଜିର ଦିନଚର୍ଯ୍ୟା

Srimandir: ଜଗତର ନାଥ ଜଗନ୍ନାଥ ଶ୍ରୀ ଜଗନ୍ନାଥ। ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି ଓ ପତିତପାବନଙ୍କ ନିକଟରେ ମଙ୍ଗଳ ଆଳତୀ ସମାପନ ହୋଇଛି। ସକାଳୁ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଭକ୍ତମାନେ ସାନିଧ୍ୟ ଲାଭ କରିଛନ୍ତି। ତେବେ ମହାପ୍ରଭୁଙ୍କ ଏହି ଦିବ୍ୟ ମଙ୍ଗଳାଳତୀ ଦର୍ଶନ କରି ଦିନଚର୍ଯ୍ଯା ଆରମ୍ଭ କଲେ ପୁଣ୍ୟଫଳ ପ୍ରାପ୍ତ ମିଳିଥାଏ ବୋଲି ବିଶ୍ବାସ ରହିଛି।

Video Thumbnail
Advertisement
Read More