Videos

Odisha Big News: ରାଜ୍ୟର ୫ ଟି ବଡ଼ ଖବର କେବଳ ଚୁଟକିରେ...

Odisha Big News: କାଉଡ଼ିଆଙ୍କ ଅଟୋକୁ ପଛପଟୁ ଧକ୍କା ଦେଲା ଟ୍ରକ୍ । ଦୁର୍ଘଟଣାରେ ୩ ଜଣ ମୃତ୍ୟୁବରଣ କରିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ଥିବା ଯୋଗୁଁ ରାଜ୍ୟରେ ବର୍ଷାର ପରିମାଣ କମ୍ ରହିଛି । ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ଥିବା ବେଳେ ଅନ୍ୟପଟେ ଆଜିଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବେ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏବେ ଡେଙ୍ଗୁ ହଟ୍‌‌ସ୍ପଟ ପାଲଟିଛି ରାଜ୍ୟ ରାଜଧାନୀ ଭୁବନେଶ୍ୱର।

Video Thumbnail
Advertisement
Read More