Videos

Weather Report: ୧୭ ରୁ ପାଣିପାଗରେ ପରିବର୍ତ୍ତନ ! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Odisha Weather: ପୁଣି ଶୀତ କରୁଛି କଲବଲ । ରାତିରେ ଖସୁଛି ପାରଦ । ସ୍ବାଭାବିକ ତାପମାତ୍ରା ଠାରୁ ରାତିରେ ଦୁଇରୁ ତିନି ଡିଗ୍ରୀ କମୁଛି ପାରା । ଫଳରେ ପ୍ରବଳ ଶୀତ ଅନୁଭୂତ ହେଉଛି । ଉପକୂଳ ଓଡ଼ିଶାର ଅଧିକାଂଶ ସହରର ସର୍ବନିମ୍ନ ତାପମାତ୍ରା ପୁଣି ଥରେ ୧୫ ଡିଗ୍ରୀ ଭିତରେ ରହିବା ଅନୁମାନ କରାଯାଉଛି । ସେହିଭଳି ଦକ୍ଷିଣ ଓ ଅଭ୍ୟନ୍ତରୀଣ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ଭିତରେ ରହିବ । ‌ଶୀତ ବଢ଼ିବା ସତ୍ତ୍ବେ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହେବ ।

Video Thumbnail
Advertisement
Read More