Videos

Weather Report: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ କମିବା ନେଇ ସୂଚନା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ କମିପାରେ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଯାହା ଫଳରେ ରାଜ୍ୟରେ ଶୀତର ପ୍ରକୋପ ଧିରେ ଧିରେ କମିବ । ଅନ୍ୟପଟେ ରବିବାର ସକାଳେ ବହୁ ସ୍ଥାନରେ ଘନ କୁହୁଡ଼ି ନେଇ ସମ୍ଭାବନା ରହିଛି ।

Video Thumbnail
Advertisement
Read More