Videos

Weather Report: ଜାଡ଼ରେ ଥରୁଛି ଓଡ଼ିଶା, ରାଜ୍ୟରେ ବଢି ଚାଲିଛି ଶୀତ..

Weather Report: ଆସନ୍ତା ୧୭ ତାରିଖ ଯାଏଁ ରାଜ୍ୟରେ ଶୀତ ଅନୁଭବ ହେବ । ଏହି ସମୟରେ ତାପମାତ୍ରା ସ୍ବାଭାବିକଠାରୁ ସାମାନ୍ୟ ହ୍ରାସ ପାଇବ। ବର୍ତ୍ତମାନ ରାଜ୍ୟର ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରଭାବିତ ହେଉଛି । ଏହାର ପ୍ରଭାବରେ ରାତି ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଆଜି କୋରପୁଟ, କେନ୍ଦୁଝର, ଫୁଲବାଣୀ, ଅନୁଗୋଳ ଓ ସୁନ୍ଦରଗଡ଼ ରାତି ତାପମାତ୍ରା ୧୦ ଡିଗ୍ରୀକୁ ଖସିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ପୂର୍ବାନୁମାନ କରାଯାଇଛି

Video Thumbnail
Advertisement
Read More