Videos

Weather Report: ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Weather Update: ରାଜ୍ୟରୁ ଶୀତ (cold)ଗାଏବ ହୋଇଥିବା ବେଳେ ଘନ କୁହୁଡିର(fog)ପ୍ରକୋପ ଜାରି ରହିଛି। ତେବେ, ଏହାରି ଭିତରେ ଆଞ୍ଚଳିକ ପାଣିପାଗ ବିଭାଗ (Bhubaneswar Meteorological Centre)ଏକ ଆଶ୍ଚର୍ଯ୍ୟ କଲା ପରି ଖବର ଦେଇଛି। ଆଜି ରାଜ୍ୟରେ ୮ ଜିଲ୍ଲାରେ ବର୍ଷା (rain) ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ରାଜ୍ୟରେ ଏବେ ପାଗ ଶୁଖିଲା ରହିବା ସହ ପାରଦ ସ୍ବାଭାବିକ ଠାରୁ ଉପରେ ରହିଛି। ଗତ ୨୪ ଘଣ୍ଟାରେ ସେମିଳିଗୁଡାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ସର୍ବାଧିକ ଦିନ ତାପମାତ୍ରା ଟିଟିଲାଗଡ଼, ମାଲକାନଗିରି ଓ ପାରଳାଖେମୁଣ୍ତିରେ ୩୪ ଡିଗ୍ରୀ ରେକର୍ଡ଼ ହୋଇଛି।

Video Thumbnail
Advertisement
Read More