Videos

Weather Report: ରାଜ୍ୟରେ ଲାଗି ରହିଛି ବର୍ଷା, କାଲିଠୁ ବଦଳିବ ପାଗ! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ କାରଣରୁ ଶୀତର ପ୍ରକୋପ ବଢିବାରେ ଲାଗିଛି । ଗତକାଲି ଭୁବନେଶ୍ୱର ସମେତ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ହୋଇଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ଦକ୍ଷିଣ ଓଡ଼ିଶାର ପ୍ରାୟ ୧୨ଟି ଜିଲ୍ଲାକୁ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା । ସେହିପରି ଆଜି ମଧ୍ୟ ୧୨ଟି ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Video Thumbnail
Advertisement
Read More