Videos

Weather Report: ୩୧ ଜାନୁଆରୀରୁ ବଦଳିବ ପାଣିପାଗ, ଏହି ସବୁ ସ୍ଥାନରେ ବର୍ଷା ସମ୍ଭାବନା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Weather Update: ରାଜ୍ୟରେ ଜାରି ରହିଛି ଶୀତର ଲହରୀ (cold wave in odisha)। ବଙ୍ଗୋପସାଗର ପାଶ୍ବବର୍ତ୍ତୀ ଓଡି଼ଶା ଉପକୂଳରେ ଗୁରୁଚାପ ବଳୟ ସକ୍ରିୟ ରହିଥିବାରୁ ଉପକୂଳ ଓଡି଼ଶା ଓ ସଂଲଗ୍ନ ଜିଲ୍ଲା ଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ଘନ କୁବୁଡି଼ (Deep Fog) ହେବାର ସମ୍ଭାବନା ରହିଛି। ତାହାକୁ ନଜରରେ ରଖି ଆସନ୍ତା ୨୪ ଘଣ୍ଟା ପାଇଁ କେତେକ ଜିଲ୍ଲା ପାଇଁ ଓ୍ବେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡି଼କ ହେଲା, ବାଲେଶ୍ବର , ଭଦ୍ରକ ,କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରେ ଘନ କୁହୁଡି ହେବ।

Video Thumbnail
Advertisement
Read More