Videos

Weather Report: ରାଜ୍ୟରେ ହାଡ଼ଭଙ୍ଗା ଶୀତ, ୧୦ ଡିଗ୍ରୀ ତଳେ ୧୦ ସହର! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Odisha Weather: ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ । ପ୍ରବଳ ଜାଡ଼ କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଉଠିଛି। ତେବେ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଓଡ଼ିଶାର ସବୁଠାରୁ ଥଣ୍ଡା ସହର ଘୁ.ଉଦୟଗିରି ହୋଇଥିବା ବେଳେ ଏଠାରେ କ୍ରମାଗତ ଭାବରେ ପାରଦ ତଳମୁହାଁ ହୋଇଥିବା ଦେଖିବାକୁ ମିଳିଛି। ଗତ ୧୧ ତାରିଖରେ ଅଞ୍ଚଳର ତାପମାତ୍ରା ୯.୪ ରହିଥିଲା ଯାହାକି ରାଜ୍ୟରେ ପ୍ରଥମ ଥଣ୍ଡା ସହର ଭାବରେ ପରିଗଣିତ ହୋଇଥିଲା। ତାପରଠାରୁ ଆଜି ଯାଏଁ ପ୍ରତ୍ୟେକ ଦିନ ପାରଦ ୧୦ ଡିଗ୍ରୀ ତଳେ ରହୁଛି। ଯେଉଁଥି ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ଉଠିଛି।

Video Thumbnail
Advertisement
Read More