Videos

Srimandir: ପତିତବାବନଙ୍କ ମଙ୍ଗଳାଳତୀ ଦର୍ଶନ ଓ ମହାପ୍ରଭୁଙ୍କ ଦ୍ୱାର ଫିଟା ଦର୍ଶନ ଆରମ୍ଭ କରନ୍ତୁ ଆପଣଙ୍କ ଦିନ, ଦେଖନ୍ତୁ ଏହି ସୁନ୍ଦର ଭିଡିଓ

Srimandir: ଜଗତର ନାଥ ଜଗନ୍ନାଥ ଶ୍ରୀ ଜଗନ୍ନାଥ । ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି ଓ ପତିତପାବନଙ୍କ ନିକଟରେ ମଙ୍ଗଳ ଆଳତୀ ସମାପନ ହୋଇଛି । ସକାଳୁ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଭକ୍ତମାନେ ସାନିଧ୍ୟ ଲାଭ କରିଛନ୍ତି। ତେବେ ମହାପ୍ରଭୁଙ୍କ ଏହି ଦିବ୍ୟ ମଙ୍ଗଳାଳତୀ ଦର୍ଶନ କରି ଦିନଚର୍ଯ୍ଯା ଆରମ୍ଭ କଲେ ପୁଣ୍ୟଫଳ ପ୍ରାପ୍ତ ମିଳିଥାଏ ବୋଲି ବିଶ୍ବାସ ରହିଛି ।

Video Thumbnail
Advertisement
Read More