Hindi News >>Home >>Videos
Videos

Pm With Team India: ଡ୍ରେସିଂ ରୁମରେ ରୋହିତ ଓ ବିରାଟଙ୍କୁ କଣ କହିଥିଲେ ପ୍ରଧାନମନ୍ତ୍ରୀ, ଭାଇରାଲ ହେଉଛି ଭିଡିଓ

ରବିବାର ଅହମ୍ମଦାବାଦରେ ଖେଳାଯାଇଥିଲା ବିଶ୍ୱକପ୍ ଫାଇନାଲ ମ୍ୟାଚ୍ । ମୁହାଁମୁହିଁ ହୋଇଥିଲେ ଦୁଇ ଶକ୍ତିଶାଳୀ ଟିମ୍ ଭାରତ ଓ ଅଷ୍ଟ୍ରେଲିଆ । ବିଶ୍ୱକପ ୨୦୨୩ ର ଫାଇନାଲ୍ ମ୍ୟାଚରେ ଅଷ୍ଟ୍ରେଲିଆ ଭାରତୀୟ ଦଳକୁ ୬ ୱିକେଟରେ ପରାସ୍ତ କରିଛି । ଅଷ୍ଟ୍ରେଲିଆର ଏହି ବିଜୟରେ ହିରୋ ବାମହାତୀ ଓପନର୍ ଟ୍ରାଭିସ୍ ହେଡ୍ ୧୩୭ ରନର ଚମତ୍କାର ଇନିଂସ ଖେଳି ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ । ଏହା ବ୍ୟତୀତ ଲାବୁସାଗ୍ନେ ୫୮ ରନ୍ ସ୍କୋର କରିଥିଲେ । ଟାଇଟଲ ମ୍ୟାଚରେ ଅଷ୍ଟ୍ରେଲିଆ ଆରମ୍ଭରୁ ଭାରତ ଉପରେ ପ୍ରାଧାନ୍ୟ ବିସ୍ତାର କରିଥିଲା । ତେବେ ମ୍ୟାଚ୍ ହାରିବା ପରେ ଡ୍ରେସିଂ ରୁମକୁ ଯାଇ ପୂରା ଟିମ୍ ସହ କଣ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତୁ ଦେଖିବା ଭିଡିଓ

Rasmita Sahoo|Nov 21, 2023, 11:17 AM
Video Thumbnail
Advertisement

More Videos