Videos

Srimandir: ପବିତ୍ର ବସନ୍ତ ପଞ୍ଚମୀରେ ଅନୁକୂଳ ହେବ ରଥକାଠ, ବଡ଼ଦାଣ୍ତରେ ପ୍ରସ୍ତୁତ ପୂଜାସ୍ଥଳୀ, ଦେଖନ୍ତୁ ଏହି ସୁନ୍ଦର ଭିଡିଓ

ଆଜି ହେଉଛି ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତୀଥି। ଏହି ପବିତ୍ର ତୀଥିରେ ୨୦୨୪ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ। ବିଶ୍ୱ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତୀର ଆଜି ହେଉଛି ପ୍ରଥମ ପର୍ବ। ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ଆଜି ଅନୁକୁଳ ହେବ। ଏଥିଲାଗି ଗତକାଲି ରଥଖଳାକୁ ପରିସ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯାଇଛି। ଆଜି ସଂନ୍ଧ୍ଯାବେଳେ ସ୍ୱତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ।

Video Thumbnail
Advertisement
Read More