Videos

Puri Srigundicha temple: ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭୟଭଙ୍କର ଅଗ୍ନିକାଣ୍ଡ, ଦେଖନ୍ତୁ ଏହି ଭିଡିଓ

Puri Srigundicha temple: ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଅଘଟଣ। ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ବଡଧରଣର ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡ ଘଟି ଜଳିଗଲା କୁଇଣ୍ଟାଲ କୁଇଣ୍ଟାଲ କେବଲ୍। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ କେହି ପାଖକୁ ଯିବାକୁ ଭୟ କରୁଥିଲେ। ଅଗ୍ନିକାଣ୍ଡ ଯୋଗୁଁ ନାକଚଣା ଦ୍ୱାର ସମ୍ମୁଖ ଗଛ ଓ ଅନ୍ଯାନ୍ଯ ଜିନିଷ ଜଳିଯାଇଛି। ତେବେ ଆଜି ନିମାପଡା ଓ କାକଟପୁରରେ ନିର୍ବାଚନ ଥିବାରୁ ଏସପି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଯାଉଥିବାରୁ ଏଭଳି ଘଟଣା ତାଙ୍କ ନଜରକୁ ଆସିଥିଲା।

Video Thumbnail
Advertisement
Read More