Hindi News >>Home >>Videos
Videos

VK Pandian: କଥା ଦେଇ କଥା ରଖିଲେ, ରାଜନୀତିରୁ ପାଣ୍ଡିଆନ ସନ୍ନ୍ୟାସ ନେଲେ

କିଛି ମାସ ପୂର୍ବରୁ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିବା ଭୈରବ କାର୍ତ୍ତିକ ପାଣ୍ଡିଆନ୍‌ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ପରାଜୟ ପାଇଁ ସେ କ୍ଷମା ମାଗିଛନ୍ତି। ମୋ ବିରୋଧରେ ପ୍ରଚାର, ଦଳକୁ କ୍ଷତି ପହଞ୍ଚାଇଥିବାରୁ ଦୁଃଖ ପ୍ରକାଶ କରୁଛି। ବିଜୁ ପରିବାର ଓ କର୍ମୀମାନଙ୍କୁ କ୍ଷମା ମାଗୁଛି। ନବୀନ ପଟ୍ଟନାୟକଙ୍କ ସହାୟତା ପାଇଁ ରାଜନୀତିକୁ ଆସିଥିଲି।

|Jun 09, 2024, 03:52 PM
Video Thumbnail
Advertisement

More Videos