Videos

Weather Report: ୭ ଓ ୮ ତାରିଖରେ ରାଜ୍ୟର ଏହି ସବୁ ସ୍ଥାନମାନଙ୍କରେ ବର୍ଷା ହେବା ନେଇ ଆଲର୍ଟ..

Weather Report: ବାତ୍ୟାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ ଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହି ତିନି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Video Thumbnail
Advertisement
Read More