Videos

Weather Report: ତାତିରେ କଲବଲ ସାରା ଓଡ଼ିଶା, ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

ତାତିରେ ଫୁଟୁଛି ସାରା ଓଡ଼ିଶା । ୮ ଦିନ ପରେ ପୁଣି ଉପରମୁହାଁ ହୋଇଛି ଦିନର ତାପମାତ୍ରା । ରାଜ୍ୟର ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିବା ବେଳେ ୭ଟି ସହରର ତାପମାତ୍ରା ୩୬ ଡିଗ୍ରୀ ଟପିଯାଇଛି । ସେପଟେ ଉପକୂଳ ଓଡ଼ିଶାରେ ତାପମାତ୍ରା ଗୋଟିଏରୁ ଦୁଇ ଡିଗ୍ରୀ କମିଥିବା ବେଳେ ପଶ୍ଚିମ ଓଡ଼ିଶାରେ ଦିନର ତାପମାତ୍ରା ସ୍ବାଭାବିକଠାରୁ ୧ରୁ ୩ ଡିଗ୍ରୀ ଅଧିକ ରହିଛି ।

Video Thumbnail
Advertisement
Read More