Videos

Weather Report: ଓଡିଶାର ଏହି ସ୍ଥାନମାନଙ୍କରେ ହାଲୁକା କୁହୁଡି ସହ ବର୍ଷା ! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Weather Update: ରାଜ୍ୟରେ ପୁଣି ରାଜ କରିବ କୋହଲା ପାଗ । ଆଜିଠୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା କରିବ ଅସ୍ତବ୍ୟସ୍ତ । ରାଜ୍ୟରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Video Thumbnail
Advertisement
Read More