Videos

Weather Report: ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ଜିଲ୍ଲାରେ ବର୍ଷା ଆଶଙ୍କା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Weather Report: ଆଜିଠାରୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତ ଶୁଖିଲା ରହିବା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ମଧ୍ୟରେ ପଶ୍ଚିମା ଝଡ଼ ପ୍ରଭାବରୁ ୨୯ ତାରିଖରେ ଦକ୍ଷିଣ ଆଭ୍ୟନ୍ତରିଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ନୂଆପଡା, କଳାହାଣ୍ତି, ବଲାଙ୍ଗୀର, ନବରଙ୍ଗପୁର, ରାୟଗଡା ଓ କୋରାପୁଟରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ। ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍ ଜାରି କରି କୁହାଯାଇଛି ଯେ, ୩ ତାରିଖ ଯାଏଁ ରାଜ୍ୟରେ ପାଗ ମୁଖ୍ୟତ ଶୁଖିଲା ରହିବା ସହ ତାପମାତ୍ରାରେ କିଛି ବିଶେଷ ପରିବର୍ତ୍ତନ ହେବ ନାହିଁ।

Video Thumbnail
Advertisement
Read More