Videos

Weather Report: ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା, ନାକେଦମ୍ କରିବ କାଳବୈଶାଖୀ! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Weather Report: ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ନେଇ ସତର୍କ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ବର୍ଷା ନାକେଦମ୍ କରିବ କାଳବୈଶାଖୀ । କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ଓ ବଜ୍ରପାତ ହେବାର ଆଶଙ୍କା ରହିଛି । କିଛି ଜିଲ୍ଲାରେ ୩୦ରୁ ୫୫ କିଲୋମିଟର ପର୍ଯ୍ୟନ୍ତ ପବନ ବହିପାରେ । ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

Video Thumbnail
Advertisement
Read More